ଓଡ଼ିଶା

ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ

ଭୁବନେଶ୍ଵର : ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ। ଏ ନେଇ ସୂଚନା ଦେଇଛନ୍ତି କୋଷ୍ଟ ଗାର୍ଡ ଆଇଜି ଇକ୍‌ବାଲ ସିଂ ଚୌହ୍ବାନ୍। ଗୋପାଳପୁର ବନ୍ଦରରେ କୋଷ୍ଟ ଗାର୍ଡ ସିପ୍ ମୁତୟନ ହେବେ ।

ପାରାଦୀପ ବନ୍ଦରରେ କୋଷ୍ଟଗାର୍ଡ ସିପ୍ ସଂଖ୍ୟା ବଢିବ। ଗୋପାଳପୁର ଓ ଧାମରା ବନ୍ଦରରେ ଜେଟି ଓ କୋଷ୍ଟ ଗାର୍ଡ ଶାଖା ଖୋଲିବ। ଧାମରା ବନ୍ଦରରେ କୋଷ୍ଟ ଗାର୍ଡର ଡ୍ରୋନ୍ ୟୁନିଟ୍ ରହିବ। ଏ ନେଇ କୋଷ୍ଟ ଗାର୍ଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଛି।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL