ଓଡ଼ିଶା

ଜମି ଠକେଇ ଅଭିଯୋଗ: ଯବାନ ଗିରଫ

ଭୁବନେଶ୍ୱର:  ଭୁବନେଶ୍ୱରରେ ଜମି ଠକେଇ ମାମଲାରେ ଯବାନଙ୍କୁ ବାନ୍ଧିଛି ପୁଲିସ । ଏସଏସବି ଯବାନ ସଚିତ୍ର ସେନାପତିଙ୍କୁ ଗିରଫ କରିଛି ସହିଦନଗର ଥାନା ପୁଲିସ । ଅବସରପ୍ରାପ୍ତ ପୁଲିସ ଅଧିକାରୀଙ୍କୁ ଜମି ଦେବା ନାଁରେ ଠକେଇ ଅଭିଯୋଗ ହୋଇଥିଲା । ୪୦ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଏସଏସବି ଯବାନଙ୍କୁ ଗିରଫ କରିଛି ପୁଲିସ । ପୂର୍ବରୁ ନବୀନ ନିବାସରେ ଡ୍ୟୁଟି କରୁଥିଲେ ସଚିତ୍ର ସେନାପତି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL