ଓଡ଼ିଶା

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବଲାଙ୍ଗିର : କୂଅରୁ ଉଦ୍ଧାର ହୋଇଛି ଜଣେ ଯୁବକଙ୍କ ମୃତଦେହ । ହାତରେ ବନ୍ଧା ହୋଇଛି ଦଉଡ଼ି । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ବୁରୋମାଳ ଗାଁର ଚାଷଜମିରେ ଥିବା କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ସୁରେନ୍ଦ୍ର ଭାଟି ।

ତାଙ୍କ ହାତରେ ଦଉଡ଼ି ଏକ ପଥର ବନ୍ଧା ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର । ପୋଲିସ ମୃତଦେହକୁ ଜବତ କରି ତଦନ୍ତ କରୁଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL