ଓଡ଼ିଶା

ରାଜଭବନ ନାଁ ବଦଳିଲା, ହେଲା ଲୋକଭବନ

ଭୁବନେଶ୍ବର: ରାଜଭବନର ନାଁ ବଦଳିଛି। କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁସାରେ ଭୁବନେଶ୍ଵର ଏବଂ ପୁରୀ ରାଜଭବନର ନାଁକୁ ପରିବର୍ତ୍ତନ କରାଯାଇ ଲୋକଭବନ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ସରକାର ରାଜ୍ୟ ସଚିବାଳୟ ନାଁ ବଦଳାଇ ଲୋକସେବା ଭବନ କରିଥିଲେ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL