ଓଡ଼ିଶା

ଦୁର୍ଘଟଣାରେ ୨ ବାଇକ ଆରୋହୀ ମୃତ

ବଣାଇ : ଟ୍ରଲରରେ ପିଟି ହେଲା ବାଇକ ।  ଚାଲିଗଲା ଦୁଇଜଣଙ୍କ ଜୀବନ ।  ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ୧୪୩ ନମ୍ବର ଜାତୀୟ ରାଜପର ଲୁଥୁର୍ବା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ମୃତକ ହେଲେ ଟିକ୍ରାପୋଷ ଗାଁର ଯଶକେତନ କିଶାନ ଓ ଲଖି କିଶାନ। ଦୁଇଜଣ ବାଇକରେ ହାଟକୁ ଗଲା ବେଳେ ଏକ ଟ୍ରେଲରକୁ ଧକ୍କା ଦେଇଥିଲେ ।  ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ଲହୁଣୀପଡା ଥାନା ପୋଲିସ ।

 

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL