ଓଡ଼ିଶା

ଟୋକନ ଅବ୍ୟବସ୍ଥା, ରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର : ସମ୍ବଲପୁରରେ ଚାଷୀଙ୍କ ଆନ୍ଦୋଳନ। ଟୋକନକୁ ନେଇ ଜିଲ୍ଲାର ୩ଟି ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ । ରେମେଡ, ସିନ୍ଦୁରପଙ୍କ ଓ ଧମା ଠାରେ ଜାତୀୟ ରାଜପଥ ଅବରୋଧ କରାଯାଇଛି । ଜିଲ୍ଲାରେ ୬୦ ହଜାର ଚାଷୀ ଧାନ ବିକ୍ରି ପାଇଁ ରେଜିଷ୍ଟ୍ରେସନ କରିଥିବାବେଳେ ୧୯ ହଜାର ଚାଷୀଙ୍କ ଟୋକନ ଆସିନଥିବା ଅଭିଯୋଗ ହୋଇଛି । ଯାହାର ଟୋକନ ଆସିଛି । ସେମାନେ ଦ୍ବିତୀୟ ପର୍ଯ୍ଯାୟ ଟୋକନ ଆସିନାହିଁ । ଯାହାକୁ ନେଇ ଚାଷୀ ଅସନ୍ତୋଷ ଦେଖାଦେଇଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL