ପୁରୀ : ପିକନିକ୍ ଆସି ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ । ମୃତ ଛାତ୍ରୀ କଟକ ବକ୍ସି ବଜାର ବଣିଆ ସାହିର ଶିଳ୍ପାଶ୍ରୀ ସାହୁ । ପୁରୀ ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ଘଟିଛି ଅଘଟଣ । ମୃତଦେହ ଜବତ କରାଯାଇ ସଦର ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି । କୋଚିଂ ସେଣ୍ଟର ପିଲାମାନେ ପିକନିକ୍ ଆସିଥିଲେ । ଶିକ୍ଷକ ବିଶ୍ୱଜିତ୍ ସାହୁ ମଧ୍ୟ ଗୁରୁତର ହୋଇଛନ୍ତି ।
ସମୁଦ୍ରରେ ବୁଡ଼ି ଛାତ୍ରୀ ମୃତ









