ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ପ୍ରଦ୍ୟୁଷଣକୁ ନଜରରେ ରଖି ଆସନ୍ତାକାଲିଠୁ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ୱାର୍କ ଫ୍ରମ ହୋମରେ କାମ କରିବେ । ନିୟମ ଉଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ । କିଛି ଦିନ ହେଲା ଦିଲ୍ଲୀ-ଏନସିଆରରେ ବାୟୂ ପ୍ରଦ୍ୟୁଷଣ ବଢ଼ିଚାଲିଛି । ପୂର୍ବରୁ ଅନଲାଇନରେ ନର୍ସରୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ।
କାଲିଠୁ ଦିଲ୍ଲୀରେ ୱାର୍କ ଫ୍ରମ୍ ହୋମ୍, ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ





