ଓଡ଼ିଶା

୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲେଡି IIC

ଲକ୍ଷ୍ମୀପୁର : ଭିଜିଲାନ୍ସ ଜାଲରେ ଲେଡି IIC ।  ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନା IIC ସୁକୁମା ହାଁସଦା ।  ୨୦ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ ।  କେସ୍ ଡାଏରୀ ଦାଖଲ ପାଇଁ ନେଉଥିଲେ ଲାଞ୍ଚ ।  ଜୟପୁର ଭିଜିଲାନ୍ସ DSPଙ୍କ ନେତୃତ୍ବରେ ଥାନା ଓ ଘରେ ଚାଲିଛି ରେଡ୍ ।  କୋରାପୁଟ ଜିଲ୍ଲା ଦସମନ୍ତପୁର ଥାନା ଆଇଆଇସି ସୁକୁମା ହାଁସଦାଙ୍କୁ ଆଜି ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନା ଭିତରେ ଧରିଥିଲେ ଭିଜିଲାନ୍ସ ଟିମ ।  ମିଳିଥିବା ସୂଚନା ଅନୁଯାୟୀ, ମୁର୍କାର ପଞ୍ଚାୟତ ବିରିଗୁଡା ଗ୍ରାମର ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିଲେ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL