ଓଡ଼ିଶା

ଭୁବନେଶ୍ୱରରେ ଯୁବ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ ଗର୍ଜିଲା ଯୁବ କଂଗ୍ରେସ । ଭୁବନେଶ୍ୱରରେ ଯୁବ କଂଗ୍ରେସର ବିକ୍ଷୋଭ ଓ ଅଣ୍ଡାମାଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ପୁଲିସ ସେମାନଙ୍କୁ ଅଟକାଇବାରୁ କଂଗ୍ରେସ କର୍ମୀ ମାନେ ଅଣ୍ଡାମାଡ କରିଥିବା ସୂଚନା ମିଳିଛି। ବିକ୍ଷୋଭ ଓ ଆନ୍ଦୋଳନ ବେଳେ ଯୁବ କଂଗ୍ରେସ କର୍ମୀଙ୍କୁ ଅଧା ବାଟରେ ପୁଲିସ କର୍ମଚାରୀମାନେ ଅଟକାଇଥିଲେ ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL