ଓଡ଼ିଶା

ଦଳିଦେଲା ଦନ୍ତା, ଯୁବକ ମୃତ

ଝାରସୁଗୁଡ଼ା : ଦଳିଦେଲା ଦନ୍ତା, ଚାଲିଗଲା ଯୁବକଙ୍କ ଜୀବନ । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଳକ ବିଜାପାଲିରେ ଏପରି ଅଘଟଣ ଘଟିଛି । ଯୁବକ ଜଣକ ଏକ ବଗିଚାରେ ବୁଲୁଥିବା ବେଳେ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ର ମୃତ୍ୟୁ ହୋଇଛି।

ଖବରପାଇ ଘଟଣାସ୍ଥଳରେ ପହଂଚିଛନ୍ତି ବନବିଭାଗ କର୍ମଚାରୀ । ଯୁବକଙ୍କ ମୃତ୍ୟକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL