ଓଡ଼ିଶା

ବଡମାସିଂ ଘାଟିରେ ପର୍ଯ୍ୟଟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୧୫ ଗୁରୁତର

ଗଜପତି: ମହେନ୍ଦ୍ରଗିରିକୁ ଆସିଥିବା ପର୍ଯ୍ୟଟକଙ୍କ ଗାଡ଼ି ଗଜପତି ଜିଲ୍ଲା ରାୟଗଡ ବ୍ଲକ ବଡମାସିଂ ଘାଟିରେ ଦୁର୍ଘଟଣା ଗ୍ରସ୍ତ ହୋଇଛି ।  ଫଳରେ ୧୫ରୁ ଅଧିକ ପର୍ଯ୍ୟଟକ ଗୁରୁତର ଆହତ ହୋଇଛନ୍ତି ।  ସେମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏହି ପର୍ଯ୍ୟଟକମାନେ ଖୋର୍ଦ୍ଧା ଅଞ୍ଚଳର ବୋଲି ସୂଚନା ମିଳିଛି ।  ସେମାନେ ଆଜି ମହେନ୍ଦ୍ରଗିରି ଯାଇ ଫେରୁଥିବା ବେଳେ ଏହି ଦୁର୍ଘଟଣାଗ୍ରସ୍ତ ହୋଇଛି ।  ଖବର ପାଇ ଗାରାବନ୍ଧ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି ।

Leave a Reply

Your email address will not be published. Required fields are marked *

This News and Current Affairs Website is published & owned  by The Info News India-Ajira Dunia Media Ventures 

Ajira Dunia @2024. All Rights Reserved || Developed By CBSPL