ଓଡ଼ିଶା ସମ୍ବନ୍ଧୀୟ ପ୍ରେସ ବିଜ୍ଞପ୍ତି
ଓଡ଼ିଶାରେ ସ୍ୱଦେଶ ଦର୍ଶନ ଏବଂ ପ୍ରସାଦ ଯୋଜନାର କାର୍ଯ୍ୟକାରିତା କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ସ୍ୱଦେଶ ଦର୍ଶନ ଯୋଜନାରେ ୨୦୧୫-୧୬ ଆର୍ଥିକ ବର୍ଷରେ ଓଡ଼ିଶାର ଗୋପାଳପୁର, ବରକୁଳ, ସାତପଡ଼ା ଓ ତାମ୍ପଡ଼ା ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ୭୦ କୋଟି ୮୨ ଲକ୍ଷ ଟଙ୍କା ମଞ୍ଜୁର କରିଛି। ସେହିପରି ପ୍ରସାଦ ଯୋଜନାରେ ପୁରୀରେ ଭିତ୍ତିଭୂମି ବିକାଶ ପାଇଁ ୫୦ କୋଟି ଟଙ୍କା ମଞ୍ଜୁର କରିଥିଲା। ପର୍ଯ୍ୟଟନ ମନ୍ତ୍ରଣାଳୟ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ପ୍ରଶାସନକୁ ଧାର୍ମିକ, […]















